Hebrews 1:2 — Compare Translations
7 translations compared side by side
Odia - 1840
"କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଶେଷକାଳରେ ପୁତ୍ରଙ୍କ ଦ୍ଵାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ, ତାହାଙ୍କ ଦ୍ଵାରା ମଧ୍ୟ ସମସ୍ତ ବିଶ୍ଵ ସୃଷ୍ଟି କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ଶେଷ କାଳରେ ସେ ଆପଣା ପୁତ୍ରଙ୍କ ଦ୍ୱାରା ଆମ ସଙ୍ଗେ କଥା କହିଛନ୍ତି। ସେହି ପୁତ୍ରଙ୍କ ଦ୍ୱାରା ହିଁ ଈଶ୍ବର ବିଶ୍ୱଜଗତ ସୃଷ୍ଟି କଲେ ଏବଂ ଶେଷରେ ସମସ୍ତ ବିଷୟରେ ଅଧିକାରୀ ହେବାକୁ ସେ ତାଙ୍କୁ ମନୋନୀତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ಆಕ್ರಿಚ್ಯಾ ದಿಸಾತ್ನಿ ದೆವಾನ್ ಅಪ್ನಾಚ್ಯಾ ಲೆಕಾಚ್ಯಾ ಮುಖಾಂತರ್ ಬೊಲ್ಲ್ಯಾನ್. ಹ್ಯಾ ಲೆಕಾಚ್ಯಾ ವೈನಾಚ್ ದೆವಾನ್ ಸಗ್ಳೊ ಜಗ್ ರಚ್ಲ್ಯಾನ್. ರಚುನ್ ಹೊಲ್ಲೆ ಸಗ್ಳ್ಯಾಚ್ಯಾ ವೈರ್ ಆಕ್ರಿಕ್ ಎಕ್ಲ್ಯಾಕ್ ಅದಿಕಾರ್ ದಿವ್ಕ್ ಮನುನ್ ದೆವಾನ್ ಎಚುನ್ ಕಾಡಲ್ಲೊ ಹ್ಯೊಚ್ ತೊ.