Hebrews 1:4 — Compare Translations
7 translations compared side by side
Odia - 1840
"ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେଉଁ ପରିମାଣରେ ସ୍ଵର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଯେପରି ଶ୍ରେଷ୍ଠ, ତାଙ୍କର ନାମ ମଧ୍ୟ ସେହିପରି ସେମାନଙ୍କ ନାମ ଅପେକ୍ଷା ମହତ୍ତର,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆಕ್ ದೆವಾಚ್ಯಾ ದುತಾಂಚ್ಯಾನಿಬಿ ಮೊಟೊ, ದೆವಾನ್ ದೆವ್ದುತಾಂನಿಬಿ ಮೊಟೆ ನಾವ್ ತೆಕಾ ದಿಲ್ಲೆ ಹಾಯ್.