Hebrews 1:6 — Compare Translations
7 translations compared side by side
Odia - 1840
"ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ଵରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ତାଙ୍କ ପ୍ରଥମଜାତ ପୁତ୍ରଙ୍କୁ ଏହି ଜଗତକୁ ପଠାଇଲା ବେଳେ ଏହା କହିଥିଲେ, “ଈଶ୍ୱରଙ୍କ ଦୂତଗଣ ତାଙ୍କପର ପୂଜା କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି: “ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವ್ ಅಪ್ನಾಚ್ಯಾ ಪಯ್ಲೆ ಜಲಮಲ್ಯಾ ಲೆಕಾಕ್ ಘೆವ್ನ್ ಯೆಲ್ಲ್ಯಾ ತನ್ನಾ ತೆನಿ ಮಟ್ಲ್ಯಾನ್, ತೊ ಹ್ಯಾ ಜಗಾತ್ ಧಾಡ್ನಾರ್ ಹೊತ್ತೊ ತನ್ನಾ, ದೆವಾನ್,“ದೆವಾಚ್ಯಾ ಸಗ್ಳ್ಯಾ ದುತಾನಿ ತೆಕಾ ಆರಾದನ್ ಕರುಕ್ ಪಾಜೆ” ಮಟ್ಲ್ಯಾನ್.