Hebrews 1:8 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି ନ୍ୟାୟର ଦଣ୍ତ ତୁମ୍ଭର ରାଜଦଣ୍ତ ଅଟେ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପୁତ୍ରଙ୍କ ସମ୍ପର୍କରେ ସେ କହିଥିଲେ, “ହେ ଈଶ୍ୱର, ତୁମର ରାଜ୍ୟ ଚିରକାଳ ସ୍ଥାୟୀ! ତୁମେ ନ୍ୟାୟଦଣ୍ଡରେ ତୁମ ଲୋକମାନଙ୍କୁ ଶାସନ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି: “ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೆಕಾಚ್ಯಾ ವಿಶಯಾತ್ ತೊ ಮನ್ತಾ, “ಯೆ ದೆವಾ ತುಜೊ ರಾಜ್ ಸದಾ ಸರ್ವತಾ ಪತರ್ ರ್‍ಹಾತಾ! ತಿಯಾ ತುಜ್ಯಾ ಲೊಕಾಂಚ್ಯಾ ವರ್ತಿ ನಿತಿಚೊ ರಾಜ್ ಚಾಲ್ವುತೆಯ್”.