Hebrews 1:9 — Compare Translations
7 translations compared side by side
Odia - 1840
"ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ଵର, ତୁମ୍ଭର ଈଶ୍ଵର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି ।”
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଧାର୍ମିକତାକୁ ଭଲ ପାଅ ଓ ଅନ୍ୟାୟ ଘୃଣା କର। ସେଥିପାଇଁ ତୁମ ଈଶ୍ୱର ତୁମକୁ ମନୋନୀତ କରିଛନ୍ତି। ଏବଂ ତୁମ ସଙ୍ଗୀମାନଙ୍କ ଅପେକ୍ଷା ତୁମକୁ ଅଧିକତର ସମ୍ମାନ ଦେଇ ଆନନ୍ଦ ପ୍ରଦାନ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
"ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಖಲೆ ಸಮಾ ಹಾಯ್ ತೆಚೊ ಪ್ರೆಮ್ ಕರ್ತೆಯ್, ಅನಿ ಚುಕ್ ಅಸಲ್ಲ್ಯಾಚೊ ತಿಯಾ ಪ್ರೆಮ್ ಕರಿನ್ಹಯ್. ತೆಚ್ಯಾ ಸಾಟಿಚ್ ದೆವಾನ್, “ತುಜ್ಯಾ ದೆವಾನ್ ತುಕಾ ಎಚುನ್ ಕಾಡ್ಲ್ಯಾನಾಯ್, ಅನಿ ತುಜ್ಯಾ ವಾಂಗ್ಡಿಯಾಕ್ನಿ ದಿಲ್ಲ್ಯಾಚ್ಯಾನ್ಕಿ ಮೊಟ್ಯಾ ಗೌರವಾಚಿ ಖುಶಿ ತುಕಾ ದಿಲ್ಯಾನಾಯ್”.