Hebrews 10:11 — Compare Translations

7 translations compared side by side

Odia - 1840
"ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ଯାଜକମାନେ ପ୍ରତିଦିନ ନିଜର କର୍ତ୍ତବ୍ୟ ସାଧନ କରି ସେହି ଏକ ପ୍ରକାର ବଳିଦାନ ବାରମ୍ବାର ଉତ୍ସର୍ଗ କରୁଥାଆନ୍ତି, କିନ୍ତୁ ଏହିସବୁ ବଳିଦାନ ଦ୍ୱାରା କେବେହେଲେ ପାପ ମୋଚନ ହୋଇପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ಯಾಜಕಾ ಸದ್ದಿ ಬಲಿ ಭೆಟ್ವುತಲ್ಯಾ ಕಟ್ಟ್ಯಾಚಿ ಸೆವಾ ಕರುನ್ ಪರ್‍ತು ಪರ್ತುನ್ ಎಕುಚ್ ನಮನ್ಯಾಚಿ ಬಲಿ ಭೆಟ್ಟುತಾತ್, ಹೊಲ್ಯಾರ್ಬಿ ತ್ಯಾ ಬಲಿಯಾಕ್ನಿ ಪಾಪ್ ಧುವ್ಕ್ ಹೊಯ್ನಾ.