Hebrews 10:12 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଚିରକାଳ ପାଇଁ ଉପବେଶନ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ಯಾಜಕಾನ್ ಸಗ್ಳ್ಯಾ ಪಾಪಾಂಚ್ಯಾ ಪರಿಹಾರ್ ಸಾಟ್ನಿ ಎಗ್ದಾಚ್ ಎಕುಚ್ ಬಲಿ ಭೆಟ್ವುಲ್ಯಾನ್, ಅನಿ ತೊ ದೆವಾಚ್ಯಾ ಉಜ್ವ್ಯಾ ಭಾಜುಕ್ ಬಸ್ಲಾ.