Hebrews 10:13 — Compare Translations

7 translations compared side by side

Odia - 1840
"ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କର ଶତ୍ରୁମାନଙ୍କୁ ପଦାନତ ନ କରିବା ପର୍ଯ୍ୟନ୍ତି ସେଦ ସେହିଠାରେ ଅପେକ୍ଷା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚಾ ದುಶ್ಮನಾಕ್ನಿ ಪಾಯ್ ಥವ್ತಲಿ ಮ್ಹನಿ ಸಾರ್ಕೆ ಕರಿಪತರ್ ರಾಕುನ್ ರ್‍ಹಾಲೊ.