Hebrews 10:17 — Compare Translations
7 translations compared side by side
Odia - 1840
"ଏହା ମଧ୍ଯ କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ମଧ୍ୟ ସେ କହନ୍ତି, “ମୁଁ ଆଉ ସେମାନଙ୍କର ପାପ ଓ କୁକର୍ମ ସ୍ମରଣ କରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ମଧ୍ୟ କୁହନ୍ତି: “ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି, ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ತೆಂಚೊ ಪಾಪ್ ಅನಿ ಬುರ್ಶಿ ಕಾಮಾ ಹೆಚ್ಯಾನ್ ಫಿಡೆ ಕನ್ನಾಚ್ ಯಾದ್ ಕರಿನಾ ಮನುನ್ ಸಾಂಗ್ತಾ.