Hebrews 10:18 — Compare Translations
7 translations compared side by side
Odia - 1840
"ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ମୋଚନ ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଯଦି କ୍ଷମା ପ୍ରାପ୍ତ ହୋଇଛନ୍ତି, ତେବେ ପାପ ମୋଚନ ନିମନ୍ତେ ଆଉ ବଳିଦାନର ଆବଶ୍ୟକତା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಪಾತ್ನಾ ಮಾಪ್ ಗಾವ್ಲ್ಯಾ ಮಾನಾ ಪಾಪಾಚಿ ಬಲಿ ಭೆಟ್ವುತಲಿ ಗರಜ್ ನಾ.