Hebrews 10:19 — Compare Translations
7 translations compared side by side
Odia - 1840
"ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ଯୀଶୁବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ଵାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ, ଭାଇମାନେ ଯୀଶୁଙ୍କ ମରଣ ହେତୁ ଆମେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବାକୁ ପୂର୍ଣ୍ଣ ଅଧିକାର ପାଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିକଟକୁ ଆସ ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ಜೆಜುಚ್ಯಾ ಮರ್ನಾ ವೈನಾ ಅಮ್ಕಾ ಅಗ್ದಿ ಪವಿತ್ರ್ ಜಾಗ್ಯಾರ್ ಜಾತಲೊ ಸಗ್ಳೊ ಸ್ವತಂತ್ರ್ ಗಾವ್ಲಾ.