Hebrews 10:21 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଈଶ୍ଵରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାନ ଯାଜକ ଥିବାରୁ
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଗୃହ ଏବେ ଆମ୍ଭମାନଙ୍କ ମହାଯାଜକଙ୍କ ଜିମାରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
Odia IRV 2017 (ଓଡିଆ ବାଇବେଲ)
ପୁଣି, ଈଶ୍ୱରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಘರಾಚೆ ಅಧಿಕಾರ್ ಚಾಲ್ವುತಲೊ ಎಕ್ ಮೊಟೊ ಯಾಜಕ್ ಅಮ್ಕಾ ಗಾವ್ಲೊ.