Hebrews 10:22 — Compare Translations
7 translations compared side by side
Odia - 1840
"ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರ್ಯ್ಯಾ ಮನಾನ್ ಅನಿ ಘಟ್ಟ್ ವಿಶ್ವಾಸಾಚ್ಯಾ ಖಾತ್ರಿ ಜೆ ಚುಕಿತ್ ಹೊತ್ತಿ ಭುತ್ತುರ್ಲಿ ಮನಾ ಪವಿತ್ರ್ ಕರುನ್ ಅನಿ ಪವಿತ್ರ್ ಪಾನಿಯಾನ್ ಧುವ್ನ್ ಘೆವ್ನ್ ದೆವಾಚ್ಯಾ ಜಗೊಳ್ ಜಾಂವ್ವಾ.