Hebrews 10:23 — Compare Translations
7 translations compared side by side
Odia - 1840
"ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଭରସା ଆମ୍ଭମାନଙ୍କର ଅଛି ବୋଲି ସ୍ୱୀକାର କରୁଛୁ, ସେଥିରେ ଆମେ ଦୃଢ଼ ରହିବା ଉଚିତ, କାରଣ ଆମେ ଈଶ୍ୱରଙ୍କ ପ୍ରତିଶ୍ରୁତି ଉପରେ ଆସ୍ଥା ରଖିପାରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಪರ್ಗಟ್ ಕರ್ತಲೊ ಬರೊಸೊ ಘಟ್ ಸಂಬಾಳುನ್ ಘೆಂವ್ವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಕಾ ಗೊಸ್ಟ್ ದಿಲ್ಲೊ ದೆವ್ ಕನ್ನಾಬಿ ವಿಸ್ವಾಸಿ ಎಕಾಮಕಾಚಿ ಕಾಳ್ಜಿ ಕರುಂವಾ.