Hebrews 10:24 — Compare Translations

7 translations compared side by side

Odia - 1840
"ଆମ୍ଭେ ପରସ୍ପର ବିଷୟ ରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପ୍ରତି ମନୋଯୋଗୀ ହୋଇ ସେମାନଙ୍କ ଉପକାର କରିବା; ଏହିପରି ଭାବରେ ପ୍ରେମର ନିଦର୍ଶନ ଦେଇ ସତ୍କାର୍ଯ୍ୟ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ପରସ୍ପରକୁ ସାହାଯ୍ୟ କର, ଦୃଢ଼ ହୁଅ ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಕ್ ಮಜತ್ ಕರುಸಾಟ್ನಿ, ಅನಿ ಪ್ರೆಮ್ ದಾಕ್ವುಸಾಟ್ನಿ ಅಮಿ ಎಕಾಮೆಕಾಚಿ ಕಾಳ್ಜಿ ಕರುಂವಾ.