Hebrews 10:25 — Compare Translations

7 translations compared side by side

Odia - 1840
"କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ଯାଗ କରନ୍ତି, ଆମ୍ଭେ ସପରେି ଏକାଠି ମିଳିତ ହବୋ ବନ୍ଦ କରିବା ଉଚିତ୍ ନୁହେଁ। ତା' ପରିବର୍ତେ, ସହେି ଦିନଟି ନିକଟତର ହେଉଛି ଦେଖି ଆମ୍ଭମାନେେ ଏକାଠି ମିଳିତ ହାଇେ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ତଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି କେହି କେହି ଯେପରି ଉପାସନାରେ ସମବେତ ହେବାକୁ ହେଳା କରନ୍ତି, ଆମେ ସେପରି କରିବା ନାହିଁ। ବରଂ ‘ପ୍ରଭୁଙ୍କର ଦିନ’ ନିକଟ ହୋଇ ଆସୁଛି ଜାଣି ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಮದ್ದಿ ಚಾಲು ಹೊತ್ತಿ ಎಕಾಕ್ಡೆ ಮಿಳುನ್ ಯೆತಲಿ ಸವಯ್, ಅಮಿ ಸೊಡುಚೆ ನ್ಹಯ್ ಉಲ್ಲ್ಯಾ ಲೊಕಾನಿ ಸೊಡುನ್ ದಿಲಾತ್, ಖರೆ ಅಮಿ, ಖರೆಚ್‍ಬಿ ಅಮಿ ಎಕಾಮೆಕಾಕ್ನಿ ಜಾಸ್ತಿ ಉಮ್ಮೆದ್ ದಿವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್, ಧನಿಯಾಚೊ ದಿಸ್ ಜಗೊಳ್ ಯೆಲಾ ತೊ ತುಮಿ ಬಗ್ತ್ಯಾಸಿ.