Hebrews 10:26 — Compare Translations

7 translations compared side by side

Odia - 1840
"ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କ ନିକଟରେ ସତ୍ୟ ପ୍ରକାଶିତ ହେବା ପରେ ଆମେ ଯଦି ଜାଣି ଶୁଣି ପାପରେ ଲିପ୍ତ ରହୁ, ତେବେ ଆଉ କୌଣସି ବଳିଦାନ ଆମକୁ ପାପରୁ ମୁକ୍ତ କରି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Odia IRV 2017 (ଓଡିଆ ବାଇବେଲ)
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಖರೆ ಕಾಯ್ ಮನುನ್ ಕಳ್ವುನ್ ಘೆಟಲ್ಲೆ ಅಮಿ ಪಾಜೆ ಮನುನ್ ಪಾಪ್ ಕರ್ಲ್ಯಾರ್ ತೊ ಪಾಪ್ ಮಾಪ್ ಕರುಕ್ ಅನಿ ಎಕ್ ದುಸ್ರಿ ಬಲಿ ನಾ.