Hebrews 10:27 — Compare Translations

7 translations compared side by side

Odia - 1840
"ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଆମେ ଆଗାମୀ ମହାବିଚାରର ସମ୍ମୁଖୀନ ହୋଇ ଈଶ୍ୱର-ଦ୍ରୋହୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ପ୍ରଚଣ୍ଡ ଅଗ୍ନିରେ ଧ୍ୱଂସ ପାଇଯିବା ପରିଣାମକୁ ଭୟଭୀତ ହୋଇ ପ୍ରତିକ୍ଷା କରିବା ଛଡ଼ା ଆମ୍ଭମାନଙ୍କର ଅନ୍ୟ ଦଶା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಭಿಂಯಾನ್ ರಾಕಿತ್ ಹೊತ್ತ್ಯಾ ನ್ಯಾಯ್ ನಿರ್ನಯಾಚೊ ದಿಸ್ ದೆವಾಚ್ಯಾ ವಿರೊದ್ಯಾಕ್ನಿ ಜಾಳ್ವುತಲಿ ಮೊಟಿ ಆಗ್ ಹೆ ಸಗ್ಳೆ ಅಮ್ಚ್ಯಾ ಫಿಡೆ ಹಾಯ್.