Hebrews 10:28 — Compare Translations

7 translations compared side by side

Odia - 1840
"ଯେଉଁଲୋକ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନିଜଣ ସାକ୍ଷୀ ଆବଶ୍ଯକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ଯଦି ମୋଶାଙ୍କ ବ୍ୟବସ୍ଥା ଅମାନ୍ୟ କରେ ଧ ଦୁଇ ବା ତତୋଧବକ ସାକ୍ଷୀଙ୍କର ସାକ୍ଷୀ ଦ୍ୱାରା ସେ ଦୋଷୀ ସାବ୍ୟସ୍ତ ହୁଏ, ତେବେ ତାହାକୁ ଦୟା ପ୍ରଦର୍ଶନ ନ କରି ମୃତ୍ୟୁଦଣ୍ଡ ଦିଆଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Odia IRV 2017 (ଓଡିଆ ବାଇବେଲ)
କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆಚೆ ಖಾಯ್ದೆ ಮೊಡ್ತಾ ಹೊಲ್ಯಾರ್ ತೆಕಾ ದೊನ್ ನಾತರ್ ತಿನ್ ಸಾಕ್ಷಿಯಾಂಚ್ಯಾ ವೈನಾ ಉಲ್ಲಿಬಿ ದಯಾ ದಾಕ್ವಿನಸ್ತಾನಾ ಮರನಾಚಿ ಶಿಕ್ಷಾ ದಿತ್ಯಾತ್.