Hebrews 10:29 — Compare Translations

7 translations compared side by side

Odia - 1840
"ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ!
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଯିଏ ଈଶ୍ୱରଙ୍କ ପୁତ୍ରଙ୍କୁ ହେୟ ଜ୍ଞାନ କରେ, ଈଶ୍ୱରଙ୍କ ନୂତନ ନିୟମର ରକ୍ତ ଦ୍ୱାରା ପାପ ମୋଚନ ସୁଯୋଗ ପାଇଥିବା ସତ୍ତେ୍ୱତାକୁ ତୁଚ୍ଛ ମନେ କରେ ଏବଂ ନଅୁଗ୍ରହଦାତା ପବିତ୍ରଆତ୍ମାଙ୍କୁ ଅପମମାନ କରେ, ତାହାର ଦଶା କ’ଣ ନ ହେବ? ଭାବି ଦେଖ, ସେ କେତେ ଅଧିକ ଦଣ୍ଡନୀୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!
Odia IRV 2017 (ଓଡିଆ ବାଇବେଲ)
ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್‍ತರಿ ಎಕ್ಲೊ ದೆವಾಚ್ಯಾ ಲೆಕಾಕ್ ತುಡ್ವುನ್ ಕರಾರ್ ಘಟ್ಟ್ ಕರಲ್ಯಾ ಅಪ್ನಾಕ್ ಪವಿತ್ರ್ ಕರಲ್ಯಾ ರಗ್ತಾಕ್ ಅಶುದ್ದ್ ಮನುನ್ಗೆವ್ನ್ ದೆವಾಚಿ ಕುರ್ಪಾ ಹೊವ್ನ್ ಹೊತ್ತ್ಯಾ ಆತ್ಮ್ಯಾಕ್ ಅವಮಾನ್ ಕರಲೊ ರಾಲ್ಯಾರ್ ತೆಕಾ ಕವ್ಡಿ ಮೊಟಿ ಶಿಕ್ಷಾ ಗಾವ್ತಾ ಅಸಿಲ್?