Hebrews 10:30 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣୁ ଯେ, ପରମେଶ୍ବର କହିଥିଲେ: ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦବେି, ମୁଁ ତାହାଙ୍କୁ ପ୍ରତିଦାନ ଦବେି।318 ପରମେଶ୍ବର ଆହୁରି ମଧ୍ଯ କହିଥିଲେ: ପ୍ରଭୁ ତାହାଙ୍କ ଲୋକଙ୍କର ବିଚାର କରିବେ। 319"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ‘ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,ʼ ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, ‘ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେʼ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ପ୍ରତିଶୋଧ ନେବି, ମୁଁ ଦଣ୍ଡଦାତା” ଏ କଥା ଯେ କହିଛନ୍ତି, “ପ୍ରଭୁ ତାଙ୍କ ଲୋକମାନଙ୍କର ବିଚାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಶೆಡ್ ಕಾಡುನ್ ಘೆತಾ, ಮಿಯಾಚ್ ಅನಿ ಪರ್ತುನ್ ಘಟ್ಟ್ ಕರಲ್ಲ್ಯಾ ಅಪ್ನಾಕ್ ಪವಿತ್ರ್ ಕರಲೆ ರಗಾತ್ ಚೊಕ್ಕ್ ನ್ಹಯ್ ಮನುನ್ ಯೆವ್ಜುನ್ ದೆವಾಚಿ ಕುರ್ಪಾ ಹೊವ್ನ್ ಹೊತ್ತ್ಯಾ ಆತ್ಮ್ಯಾಕ್ ಕನ್ನಾ ಘಡ್ತಾ ಮನುನ್ ಸಾಂಗಲೆ ಹಾಯ್, ಕೊನ್ ಮಟ್ಲಾ ಮನ್ತಲೆ ಆಮ್ಕಾ ಗೊತ್ತ್ ಹಾಯ್, ಅನಿ ಧನಿ ಅಪ್ನಾಚ್ಯಾ ಲೊಕಾಕ್ನಿ ನ್ಯಾಯ್ ನಿರ್‍ನಯ್ ಕರ್‍ತಾ, ಅಸೆಬಿ ಮನ್ತಲೊ ಕೊನ್ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.