Hebrews 10:32 — Compare Translations
7 translations compared side by side
Odia - 1840
"ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେ-ବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ,ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଅତୀତ କଥା ସ୍ମରଣ କର। ଈଶ୍ୱରଙ୍କ ଆଲୋକ ତୁମ୍ଭମାନଙ୍କୁ ଉଦ୍ଭାସିତ କରିବା ପରେ ତୁମ୍ଭେମାନେ ନାନାଦି ଦୁଃଖ କ୍ଳେଶ ଭୋଗ କଲ, କିନ୍ତୁ ପରାଜିତ ହୋଇ ନ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ରହଣ କରିଥିବା ସାହସ ଓ ଆନନ୍ଦକୁ ଛାଡ଼ ନାହିଁ ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅದ್ಲ್ಯಾ ದಿಸಾಂಚಿ ಯಾದ್ ಕರಾ, ತ್ಯಾ ದಿಸಾತ್ನಿ ತೆಂಕಾ ದೆವಾಚೊ ಉಜ್ವೊಡ್ ಗಾವಲ್ಯಾ ತನ್ನಾ ಕಸ್ಟಾಂಚಿ ಮೊಟಿ ಎಕ್ ಮಾರಾಮಾರಿಚ್ ತುಮಿ ಕರ್ಲ್ಯಾಸಿ.