Hebrews 10:35 — Compare Translations
7 translations compared side by side
Odia - 1840
"ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସାହସ ହରାଅ ନାହିଁ, କାଣ ସତ୍ସାହସର ମହାପୁରସ୍କାର ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್, ತುಮ್ಚೊ ಹ್ಯೊ ಧೈರೊ ಸೊಡುನ್ ದಿವ್ನಕಾಸಿ ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚ್ಯಾ ಧೈರ್ಯಾಕ್ ಭೊಮಾನ್ ಕಮ್ವುನ್ ಘೆತ್ಯಾಶಿ.