Hebrews 10:36 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଇଚ୍ଛା ସାଧନ କରି, ଯାହା ସେ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ତାହା ପାଇବା ଅ।ଶାରେ ଧୈର୍ଯ୍ୟ ଧରି ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಮರ್ಜಿ ಸಾರ್ಕೆ ಅನಿಬಿ ಸಂಬಾಳ್ಕಿಚಿ ಗರಜ್ ಹಾಯ್ ತನ್ನಾ ತುಮ್ಕಾ ಗೊಸ್ಟಿಚೊ ಪ್ರತಿಫಳ್ ಗಾವ್ತಾ.