Hebrews 10:37 — Compare Translations
7 translations compared side by side
Odia - 1840
"ଆଜି ଅଳ୍ପ ସମୟରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆଉ ଅତ୍ୟଳ୍ପ ସମୟମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ଵ କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଲେଖାଅଛି: “ଆଉ ଅଳ୍ପ ସମୟ ଅଅପେକ୍ଷା କର, ଯାହାଙ୍କ ଆଗମନ ହେବାର ଅଛି, ସେ ଆସିବେ, ବଳମ୍ବ କରିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଅଳ୍ପ ସମୟରେ, “ଯାହାଙ୍କ ଆସିବା କଥା ସେ ଆସିବେ, ତାହାଙ୍କର ଡେରି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆଉ ଅତିଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಉಲ್ಲೊಸೊಚ್ ಯೆಳ್ ಹುರ್ಲಾ, ಯೆತಾ ಮನುನ್ ಸಾಂಗಲೊ ತೊ ಯೆತಾ ತಡೊ ಕರಿನಾ;