Hebrews 10:38 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ଵାସ ଦ୍ଵାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଧାର୍ମିକ ଲୋକମାନେ ବିଶ୍ୱାସରେ ଅଟଳ ରହି ବଞ୍ଚିବେ, କିନ୍ତୁ କେହି ଯଦି ପଛଘୁଞ୍ଚା ଦିଏ, ତା’ ପ୍ରତି ମୁଁ ପ୍ରସନ୍ନ ହୋଇପାରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ମୋ’ ସହିତ ଧାର୍ମିକ, ତା’ର ବିଶ୍ୱାସ ହେତୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ, ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ನಿತಿವಂತ್ ಲೊಕಾ ವಿಶ್ವಾಸಾತುಚ್ ಜಿವನ್ ಕರ್ತಾತ್ ತೆನಿ ಫಾಟಿ ಸರಕ್ಲ್ಯಾ ಮಿಯಾ ಖುಶಿನ್ ರ್ಹಾಯ್ನಾ.