Hebrews 10:39 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ଵାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପଛଘୁଞ୍ଚା ଦେଇ ବିନଷ୍ଟ ହେବା ଷଳାକ ଆମେ ନୋହୁଁ। ଆମେ ଦୃଢ଼ ବିଶ୍ୱାସୀ ଓ ପରିତ୍ରାଣପ୍ରାପ୍ତ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮಿ ಫಾಟಿ ಸರ್ಕುನ್ ನಾಸ್ ಹೊತಲೆ ನ್ಹಯ್, ಹೆಚ್ಯಾ ಬದ್ಲಾಕ್ ವಿಶ್ವಾಸಾನ್ ರ್‍ಹಾವ್ನ್ ಸುಟ್ಕಾ ಖಮ್ವುನ್ ಘೆತಲ್ಯಾಂಚ್ಯಾ ಮದ್ಲೆಚ್.