Hebrews 10:4 — Compare Translations

7 translations compared side by side

Odia - 1840
"ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ବୃକ୍ଷ ଓ ଛାଗର ରକ୍ତ କଦାପି ପାପ ମୋଚନ କରିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Odia IRV 2017 (ଓଡିଆ ବାଇବେଲ)
କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬೈಲಾಂಚ್ಯಾ, ಅನಿ ಪಾಲ್ವ್ಯಾಂಚ್ಯಾ ರಗ್ತಾನ್ ಪಾಪಾತ್ನಾ ಸುಟ್ಕಾ ಹೊವ್ಕ್ ಹೊಯ್ನಾ.