Hebrews 10:5 — Compare Translations

7 translations compared side by side

Odia - 1840
"ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଖୀଷ୍ଟ ଜଗତକୁ ଆସିବା ପୂର୍ବରୁ ଈଶ୍ୱରଙ୍କୁ କହିଥିଲେ: “ବଳିଦାନ ଓ ନୈବେଦ୍ୟରେ ତୁମେ ସନ୍ତୁଷ୍ଟ ନୁହଁ, କିନ୍ତୁ ତୁମେ ମୋ’ ନମନ୍ତେ ଏକ ଶରୀର ପ୍ରସ୍ତୁତ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେତେବେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ: “ତୁମ୍ଭେ ବଳି ଓ ସମର୍ପଣ ଗ୍ଭହଁ ନାହିଁ, କିନ୍ତୁ ତୁମ୍ଭେ ମୋ’ ପାଇଁ ଶରୀରଟିଏ ନିର୍ମାଣ କରିଛ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋ' ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಕ್ರಿಸ್ತ್ ಹ್ಯಾ ಜಗಾತ್ ಯೆತಾನಾ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್, ದೆವಾ ತುಕಾ ಯಜ್ನ್ ಕರ್‍ತಲೆ ಅನಿ ಕಾನಿಕಾಚಿ ಆಶಾ ನಾ ಖರೆ ತಿಯಾ ಮಾಜ್ಯಾ ಸಾಟ್ನಿ ಆಂಗ್ ತಯಾರ್ ಕರುನ್ ಥವ್ಲೈ.