Hebrews 10:7 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ କହିଲି: 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, ହେ ଈଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ କହିଲି, ‘ହେଈଶ୍ୱର, ମୋ’ ସମନ୍ଧରେ ବ୍ୟବସ୍ଥା ପସ୍ତକରେ ଯେପରି ଲିଖିତ ଅଛି, ମୁଁ ସେହି ପ୍ରକାରେ ତୁମର ଇଚ୍ଛା ସାଧନ କରିବାକୁ ପ୍ରସ୍ତୁତ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି। ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋ' ବିଷୟରେ ଲେଖା ଅଛି, ହେ ଈଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಿಯಾ ಮಟ್ಲೊ ಅಬಕ್ ದೆವಾ ತುಜ್ಯಾ ಖಾಯ್ದ್ಯಾಂಚ್ಯಾ ಪುಸ್ತಕಾತ್ ಮಾಜ್ಯಾ ವಿಶಯಾತ್ ಲಿವಲ್ಲ್ಯಾ ಸಾರ್ಕೆ ತುಜ್ಯಾ ಮನಾಕ್ ಯೆಯ್ ಸಾರ್ಕೆ ಕರುಕ್ ಮಿಯಾ ಯೆತಾ.