Hebrews 10:8 — Compare Translations

7 translations compared side by side

Odia - 1840
"ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ। ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ଵା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏନ୍ତ) ମାଥି. ୧୨:୩୩
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମେ ସେ କହିଥିଲେ, “ତୁମେ ମନୁଷ୍ୟରେ ପାପ ମୋଚନ ପାଇଁ ବଳିଦା ବା ନୈବେଦ୍ୟ କିମ୍ବା ବେଦୀ ଉପରେ ହୋବଳି ଚାହଁ ନାହିଁ; ସେ ସମସ୍ତ ତୁମକୁ ସନ୍ତୁଷ୍ଟ କରିପାରେ ନାହିଁ।” ଏହିସବୁ ବଳିଦାନ ବ୍ୟବସ୍ଥା ଅନୁଯାୟୀ କରାଯାଉଥିଲେ ସୁଦ୍ଧା ସେ ଏହିପରି କହିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶାସ୍ତ୍ରରେ ସେ ପ୍ରଥମେ କହିଥିଲେ, “ତୁମ୍ଭେ ବଳି ଓ ନୈବେଦ୍ୟମାନ ଗ୍ଭହଁ ନାହିଁ। ତୁମ୍ଭେ ହୋମବଳି ଦ୍ୱାରା ବା ପାପହରଣ ହେବା ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ୱାରା ପ୍ରସନ୍ନ ହୁଅ ନାହିଁ।” ବ୍ୟବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ)
Odia IRV 2017 (ଓଡିଆ ବାଇବେଲ)
ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ;)
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೈಲೆ ಮಟ್ಲ್ಯಾನ್; “ಜನಾವರಾಂಚೆ ಸಗ್ಳೆ ಆಂಗ್ ಜಾಳ್ವುತಲೆ ಅನಿ ಪಾಪಾಂಚ್ಯಾ ಸುಟ್ಕಾ ಸಾಟ್ನಿ ಭೆಟ್ವುತಲಿ ಬಲಿಯಾ ತುಜ್ಯಾ ಮನಾಕ್ ಯೆವ್ಕನಾತ್” ಜಾಲ್ಯಾರ್‍ಬಿ ಹೆ ಸಗ್ಳೆ ಖಾಯ್ದ್ಯಾನ್ ಸಾಂಗಲೆ ಸಾರ್ಕೆ ಭೆಟ್ವುತಲಿ ಬಲಿಯಾ ಹೊವ್ನ್ ಹಾತ್.