Hebrews 10:9 — Compare Translations
7 translations compared side by side
Odia - 1840
"ତା'ପରେ ସେ କହିଲେ ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି। ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି । ଦ୍ଵିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ କହିଥିଲେ, “ହେ ଈଶ୍ୱର, ମୁଁ ତୁମର ଇଚ୍ଛା ସାଧନ କରିବାକୁ ପ୍ରସ୍ତୁତ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ କହିଲେ “ପରମେଶ୍ୱର, ମୁଁ ଏଠାରେ ଅଛି। ମୁଁ ତୁମ୍ଭେ ଗ୍ଭହୁଁଥିବା କାମ କରିବା ପାଇଁ ଆସିଛି।” ଅତଏବ ପରମେଶ୍ୱର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି । ଦ୍ୱିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಮನ್ತಾ; ತುಜ್ಯಾ ಮನಾ ಸಾರ್ಕೆ ಕರುಕ್ ಮಿಯಾ ಯೆಲಾ ತಸಿ ಮಟ್ಲ್ಯಾರ್ ಪೈಲೆಚೆ ತೊ ರದ್ದ್ ಕರ್ತಾ, ಅನಿ ದೊನ್ವೆಚೆ ಕ್ರಿಸ್ತಾಚೊ ನ್ಹವಿನ್ ವಾಟ್ ಖಾತ್ರಿ ಕರ್ತಾ.