Hebrews 11:1 — Compare Translations
7 translations compared side by side
Odia - 1840
"ବିଶ୍ବାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ବାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟାଶିତ ବିଷୟ ପାଇବାର ନିଶ୍ଚିତ ବୋଧ ଓ ଅଦୃଶ୍ୟ ବିଷୟ ବାସ୍ତବତା ହୃଦୟଙ୍ଗମ କରିବା ହିଁ ବିଶ୍ୱାସ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸ್, ಮನ್ತಲೊ ಅಮಿ ರಾಕುನ್ಗೆತ್ ಹೊತ್ತ್ಯಾ ವಿಶಯಾತ್ ಬರೊಸ್ಯಾನ್ ರಾತಲೆ ಅನಿ ಡೊಳ್ಯಾಕ್ ದಿಸಿನಸಲ್ಲೆ ಖರೆ ಮನುನ್ ಕಳ್ವುನ್ ಘೆತಲೆ ಹೊವ್ನ್ ಹಾಯ್.