Hebrews 11:10 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କଠାରୁ ସହେି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ320 ର ଅପେକ୍ଷା ରେ ଥିଲେ। ପରମେଶ୍ବର ସ୍ବଯଂ ସହେି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି ଯାହାର ଶିଳ୍ପୀ ଓ ନିର୍ମାତା ସ୍ଵୟଂ ଈଶ୍ଵର, ସେ ତହିଁର ଅପେକ୍ଷାରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଚିରସ୍ଥାୟୀ ନଗର ଈଶ୍ୱରଙ୍କ ଦ୍ୱାରା ପରିକଳ୍ପିତ ଓ ନିମର୍ତତ ଅବ୍ରାହାମ ସେହି ନଗରର ଅପେକ୍ଷାରେ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ ର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ୱର, ସେ ତହିଁର ଅପେକ୍ଷାରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಬ್ರಾಹಾಮ್ ಶಾಸ್ವತ್ ಪಾಯಾ ಘಾಟಲ್ಯಾ ಶಾರಾತ್ ಮಟ್ಲ್ಯಾರ್, ದೆವಾನ್ ಯೆವ್ಜುನ್ ಭಾಂದಲ್ಯಾ ಶಾರಾಚಿ ವಾಟ್ ರಾಕಿತ್ ಹೊತ್ತೊ.