Hebrews 11:12 — Compare Translations
7 translations compared side by side
Odia - 1840
"ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସହେି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ଯ ସନ୍ତାନ ଜନ୍ମଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମ ମୃତକଳ୍ପ ହୋଇଥିଲେ ହେଁ ତାଙ୍କଠାରୁ ଆକାଶର ତାରା ଓ ସମୁଦ୍ର ବାଲି ପରି ଅସଂଖ୍ୟ ବଂଶଧର ଜାତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସେହି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ୟ ସନ୍ତାନ ଜନ୍ମଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏ ହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಮರ್ತಲ್ಯಾ ವಯಾಚ್ಯಾ ಮಾನ್ಸಾಕ್ನಾ ಮಳ್ಬಾತ್ಲ್ಯಾ ಚುಕ್ಕಿಯಾಂಚ್ಯಾ ಸಾರ್ಕೆಬಿ ಅನಿ ಸಮುಂದರಾಚ್ಯಾ ದಂಡೆ ವೈಲ್ಯಾ ರೆತಿ ಸಾರ್ಕೆಬಿ ಮೆಜುಕ್ ಹೊಯ್ನಸಲ್ಲಿ ತವ್ಡಿ ಪೊರಾ ಉಪಾಜ್ಲಿ.