Hebrews 11:13 — Compare Translations
7 translations compared side by side
Odia - 1840
"ସହେି ସମସ୍ତ ମହାନ ଲୋକ ମୃତ୍ଯୁ ପର୍ୟ୍ଯନ୍ତ ନିଜର ବିଶ୍ବାସ ସହିତ ଜୀବିତ ରହିଲେ। ପରମେଶ୍ବର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସହେି ଲୋକମାନେ ପାଇଲେ ନାହିଁ। ସମାନେେ ଖାଲି ଦେଖିଲେ ଯେ, ସହେି ବିଷୟଗୁଡ଼ିକ ସୁଦୂର ଭବିଷ୍ଯତ ରେ ଆସିବ, ଓ ସମାନେେ (ସତେିକି ରେ) ଖୁସି ହେଲେ। ସମାନେେ ଗ୍ରହଣ କରି ନେଲେ ଯେ ସମାନେେ ଏହି ପୃଥିବୀ ରେ ଯାତ୍ରୀ ଓ ଅପରିଚିତ ବ୍ଯକ୍ତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ବିଶ୍ଵାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳ ପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ଵୀକାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପରୋକ୍ତ ବ୍ୟକ୍ତିମାନେ ନିଜ ବିଶ୍ୱାସରେ ଅଟଳ ରହି ପ୍ରାଣ ତୃାଗ କଲେ। ଈଶ୍ୱର ପ୍ରତିଜ୍ଞା କରିଥିବା ବିଷୟସବୁ ସେମାନେ ପାଇ ନ ପାରିଲେ ସୁଦ୍ଧା ସ୍ମଦୂରରେ ତାହା ଦେଖି ସ୍ୱାଗତ କରିଥିଲେ ଏବଂ ଏହି ଜଗତରେ ସେମାନେ କେବଳ ବିଦେଶୀ ଓ ଶରଣାର୍ଥୀ ବୋଲି ସ୍ୱୀକାର କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ತ್ಯಾ ಲೊಕಾಕ್ನಿ ಗೊಸ್ಟ್ ದಿಲ್ಲೆ ಸಗ್ಳೆ ತೆನಿ ಘೆವ್ಕ್ ನಾತ್ ಲೈ ಎಳಾಚ್ಯಾ ಮಾನಾ ಯೆತಲೆ ಹೊತ್ತ್ಯೆ ಸಗ್ಳೆ ಬಗುನ್ ಸ್ವಾಗತ್ ಕರುನ್ ಖುಶಿ ಹೊಲ್ಯಾನಿ, ಅನಿ ತೆನಿ ಜಗಾರ್ ಪರ್ವಾಸಾಕ್ ಯೆಲ್ಲೆ ಅನಿ ಒಳಕ್ ನಸಲ್ಯಾಂಚ್ಯಾ ಸಾರ್ಕೆ ಹೊವ್ನ್ ಹಾತ್ ಮನ್ತಲೆ ಒಳ್ಕುನ್ ಘೆಟ್ಲ್ಯಾನಿ.