Hebrews 11:14 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ସହେିଭଳି କଥା ମାନି ନିଅନ୍ତି, ସମାନେେ ସମାନଙ୍କେର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ଵେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଏଭଳି କଥା କହନ୍ତି, ସେମାନେ ଆଉ ଏକ ମାତୃଭୂମିର ଅନ୍ୱେଷଣ କରୁଛନ୍ତି ବୋଲି ଜଣାଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಶೆ ಮಾನುನ್ ಘೆಟಲ್ಯಾ ಸಾಟ್ನಿ ಅಪ್ನಿ ಸ್ವತಾಚ್ಯಾ ದೆಶ್ಯಾಚಿ ವಾಟ್ ರಾಕುನ್ಗೆತ್ ಹಾತ್ ಮನುನ್ ದಾಕ್ವುನ್ ಘೆಟ್ಲ್ಯಾ ಸಾರ್ಕೆ ಹೊಲೆ.