Hebrews 11:16 — Compare Translations

7 translations compared side by side

Odia - 1840
"କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ଵର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ଵର ସେମାନଙ୍କ ଈଶ୍ଵର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ଵନ୍ଧରେ ଲଜ୍ଜିତ ନୁହନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି, ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଞ୍ଚ ସେମାନେ ଏକ ଉତ୍କୃଷ୍ଟତର ଦେଶକୁ, ଅର୍ଥାତ୍ ସ୍ୱର୍ଗୀୟ ଦେଶକୁ ଯିବା ପାଇଁ ଆକାଂକ୍ଷା କରୁତିଲେ। ତେଣୁ ସେମାନେ ଈଶ୍ୱରଙ୍କୁ ନିଜଗର ଈଶ୍ୱର ବୋଲି ସମ୍ପୋଧନ କରିବା ଦ୍ୱାରା ସେ ଲଜ୍ଜିତ ହୋଇ ନ ଥିଲେ। ବାସ୍ତବିକ, ଈଶ୍ୱର ସେମାନଙ୍କ ନିମନ୍ତେ ଏକ ନଗରୀ ପ୍ରସ୍ତୁତ କରି ରଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಸರ್ಗ್ ಮನ್ತಲ್ಯಾ ಬರ್‍ಯಾ ದೆಶ್ಯಾಕ್ ಆಸ್ಯಾ ಕರ್‍ತಲಿ ಲೊಕಾ ತಸೆ ಹೊವ್ನ್, ತೆಂಚೊ ದೆವ್ ವಿಶ್ವಾಸಾನ್ ಅಪ್ನಾಚ್ಯಾ ಲೆಕಾಕ್ ಭೆಟ್ವುನ್ ದಿವ್ಕ್ ಲಾಗಲ್ಲೊ, ತೆಕಾ ಗೊಸ್ಟ್ ದಿವ್ನ್ ಹೊಲ್ಲಿ ಹೊತ್ತ್ಯೆ ಹೊಲ್ಯಾರ್ಬಿ ಅಪ್ನಾಚ್ಯಾ ಎಕ್ಲ್ಯಾಚ್ ಲೆಕಾಕ್ ಬಲಿ ಕರುನ್ ದಿವ್ಕ್ ತೊ ತಯಾರ್ ಹೊತ್ತೊ.