Hebrews 11:17 — Compare Translations
7 translations compared side by side
Odia - 1840
"ପରମେଶ୍ବର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ବର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ବାସ ଥିବାରୁ ସେ ତାହା ମାନିଲେ। ପରମେଶ୍ବରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞା-ସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଅବ୍ରାହାମଙ୍କର ବିଶ୍ୱାସ ପରୀକ୍ଷା କଲାବେଳେ ଅବ୍ରାହାମ ନିଜ ପୁତ୍ର ଇସାହାକଙ୍କୁ ବଳିରୂପ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ହେଲେ। ଈଶ୍ୱର ଅବ୍ରାହାମଙ୍କୁ ହିଁ ତାଙ୍କର ପ୍ରତିଜ୍ଞା ବଚନ ଦେଇଥିଲେ, ଅଥଚ ଅବ୍ରାହାମ ନିଜର ଏକମାତ୍ର ପୁତ୍ରକୁ ବଳିରୂପେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾನ್ ವಿಶ್ವಾಸಾ ವೈನಾಚ್ ಇಸಾಕಾಕ್ ತೊ ಅಪ್ಲೊ ಎಕುಚ್ ಲೆಕ್ ಹೊಲ್ಯಾರ್ಬಿ ದೆವಾಕ್ ಒಪ್ಸುನ್ ದಿಲ್ಯಾನ್.