Hebrews 11:21 — Compare Translations
7 translations compared side by side
Odia - 1840
"ବିଶ୍ବାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷଫଙ୍କେ ପ୍ରେତ୍ୟକକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ବରଙ୍କୁ ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ଦ୍ୱାରା ହିଁ ଯାକୁବ ମୃତ୍ୟୁ ପୂର୍ବରୁ ଯୋସେଫଙ୍କ ଦୁଇ ପୁତ୍ରଙ୍କୁ ଆର୍ଶୀବାଦ କରିଥିଲେ। ସେ ନିଜର ଯଷ୍ଟି ଉପରେ ଭରା ଦେଇ ଈଶ୍ୱରଙ୍କ ଆରାଧନା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬಾನ್ ಅಪ್ನಿ ಮರ್ತಾನಾ ಜುಜೆಚ್ಯಾ ಪೊರಾಕ್ನಿ ಆಶಿರ್ವಾದ್ ಕರಲೆ ವಿಶ್ವಾಸಾನುಚ್, ತೆನಿ ಅಪ್ಲ್ಯಾ ಹಾತಿತ್ಲ್ಯಾ ಖಾಟಿ ವೈರ್ ಬಾಗುನ್ ಇಬೆ ರ್ಹಾವ್ನ್ ದೆವಾಕ್ ಆರಾದನ್ ಕರ್ಲಾನ್,