Hebrews 11:23 — Compare Translations

7 translations compared side by side

Odia - 1840
"ବିଶ୍ବାସ ଦ୍ବାରା ମୁଁ, ମାଶାଙ୍କେର ମା ଓ ବାପା ମାଶାଙ୍କେୁ ଜନ୍ମ ଦଲୋ ପରେ ତନିମାସ ଧରି ଲୁଚାଇ ରଖିଲେ। କାରଣ ସମାନେେ ଦେଖିଲେ ଯେ ମାଶାେ ସୁନ୍ଦର ଶିଶୁଟିଏ। ସମାନେେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ଦ୍ୱାରା ମୋଶାଙ୍କର ପିତାମାତା ତାଙ୍କୁ ଜନ୍ମ ସମୟରୁ ତିନି ମାସ ପର୍ଯ୍ୟନ୍ତି ଲୁଚାଇ ରଖିଥିଲେ। ଶିଶୁଟିକୁ କରିବାକୁ ଭୟ କରି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆ ಉಪಾಜಲ್ಲ್ಯಾ ತನ್ನಾ ತೆಚ್ಯಾ ಬಾಯ್ ಬಾಬಾನಿ ಬಾಳ್ಸೆ ಬರೆ ಹಾಯ್ ಮನುನ್ ಬಗುನ್ ಫಾರೊವ್ ರಾಜಾಚ್ಯಾ ಹುಕುಮಾಕ್ ಭಿಂಯಿನಸ್ತಾನಾ ತಿನ್ ಮ್ಹಯಿನೆ ಪತರ್ ನಿಪ್ವುನ್ ಥವಲ್ಲೆಬಿ ವಿಶ್ವಾಸಾನುಚ್.