Hebrews 11:26 — Compare Translations
7 translations compared side by side
Odia - 1840
"ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ପୁରସ୍କାର ଦାନର ସମୟ ପ୍ରତି ଦୃଷ୍ଟିପାତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମିସର ଦେଶର ସମସ୍ତ ଐଶ୍ୱର୍ଯ୍ୟ ଅପେକ୍ଷା ମସୀହଙ୍କ ନିମନ୍ତେ ଘୃରିତ ହେବା ଶ୍ରେୟସ୍କର ମନେ କରିଥିଲେ, କାରଣ ଭାବବୀ ପୁରସ୍କାର ପ୍ରତି ତାଙ୍କର ଲକ୍ଷ୍ୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಜಿಪ್ತಾತ್ಲ್ಯಾ ಆಸ್ತಿಚಾನ್ಬಿ ಕ್ರಿಸ್ತಾಸಾಟಿ ಯೆತಲಿ ಲೊಕಾಂಚಿ ನಿಂದ್ಯಾಚ್ ಬರಿ ಮನುನ್ ಘೆಟ್ಲ್ಯಾನ್ ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಕ್ನಾ ಯೆತಲ್ಯಾ ಪ್ರತಿ ಫಳಾಚ್ಯಾ ವೈರ್ ತೆನಿ ಡೊಳೊ ಥವಲ್ಯಾನ್.