Hebrews 11:27 — Compare Translations
7 translations compared side by side
Odia - 1840
"ନିଜ ବିଶ୍ବାସ କାରଣରୁ ମାଶାେ ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କୋରଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ଯ ପରମେଶ୍ବରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ବାସ ରେ ଦୃଢ଼ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ତାଙ୍କ ବିଶ୍ୱାସ ବଳରେ ରାଜାଙ୍କର କ୍ରୋଧକୁ ଭୟ ନ କରି ମିସର ଦେଶ ପରିତ୍ୟାଗ କରିଥିଲେ। ସେତେ ଯେପରି ସେ ଯିବାକୁ ବଦ୍ଧପରିକର ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ರಾಜಾಚ್ಯಾ ರಾಗಾಕ್ ಭಿಂಯಿನಸ್ತಾನಾ ವಿಶ್ವಾಸಾನ್ ಇಜಿಪ್ತ್ ದೆಶ್ ಸೊಡುನ್ ಗೆಲ್ಯಾನ್, ತೊ ದಿಸಿನಸಲ್ಯಾ ದೆವಾಕ್ ಬಗ್ತಲೊ ಮಟ್ಲ್ಯಾ ಸಾರ್ಕೆ ಘಟ್ಟ್ ಮನ್ ಕರುನ್ ಹೊತ್ತೊ.