Hebrews 11:3 — Compare Translations
7 translations compared side by side
Odia - 1840
"ବିଶ୍ବାସ ଦ୍ବାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ବର ନିଜ ଆଜ୍ଞା ବଳ ରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟଗୁଡ଼ିକର ସୃଷ୍ଟି ଅଦୃଶ୍ଯ ବିଷୟ ଦ୍ବାରା ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ଵ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଆଦେଶରେ ବିଶ୍ୱଚଗତରେ ସୃଷ୍ଟି ହେଲା ଓ ଅଦୃଶ୍ୟ ବିଷୟରୁ ଦୃଶ୍ୟ ବିଷୟର ଉତ୍ପତ୍ତି ହେଲା, ଏ କଥା କେବଳ ବିଶ୍ୱାସ ଦ୍ୱାରା ଆମେ ଜାଣୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಜಗ್ ದೆವಾಚ್ಯಾ ಗೊಸ್ಟಿ ವೈನಾಚ್ ಉತ್ಪನ್ನ್ ಹೊಲೊ ಮನ್ತಲೆ ವಿಶ್ವಾಸಾನುಚ್ ಕಳ್ವುನ್ ಘೆವ್ನ್ ದಿಸ್ತಲ್ಯಾ ವಸ್ತಾಂಚ್ಯಾಕ್ನಾ ಹೊವ್ಕ್ ನಾ ಮನುನ್ ಕಳ್ವುನ್ ಘೆತಾಂವ್.