Hebrews 11:33 — Compare Translations
7 translations compared side by side
Odia - 1840
"ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସରେ ଏମାନେ ବିଭିନ୍ନ ଦେଶ ବିରୁଦ୍କଧରେ ଯୁଦ୍ଧ କରି ବିଜୟୀ ହୋଇଥିଲେ। ଏମାନେ ବିହିତ କର୍ମ ସାଧନ କଲେ, ଈଶ୍ୱର ପ୍ରତିଜ୍ଞା କରିଥିବା ବିଷୟମାନ ପ୍ରାପ୍ତ ହେଲେ; ସିଂହ ମୁଖ ବନ୍ଦ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾನಿ ಮೊಟ್ಯಾ ವಿಶ್ವಾಸಾನುಚ್ ದುಸ್ರಿ ದುಸ್ರಿ ರಾಜಾ ಸ್ವತಾಚಿ ಕರುನ್ ಘೆಟ್ಲ್ಯಾನಿ, ನಿತ್ ಚಲ್ವುಲ್ಯಾನಿ,ದೆವಾಚಿ ಗೊಸ್ಟಿಯಾ ಘೆಟ್ಲ್ಯಾನಿ; ಅನಿ ಅದ್ಲ್ಯಾ ವಿಶ್ವಾಸಾನ್ ಸಿವಾಂಚಿ ತೊಂಡಾ ಭಾಂದ್ಲ್ಯಾನಿ.