Hebrews 11:35 — Compare Translations

7 translations compared side by side

Odia - 1840
"ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ଵାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ବଳରେ ନାରୀମାନେ ସେମାନଙ୍କର ମୃତ ଆତ୍ମୀୟମାନଙ୍କୁ ଜୀବିତ ଅବସ୍ଥାରେ ଫେରି ପାଇଲେ। ଅନ୍ୟମାନେ ଏକ ମହତ୍ତର ଜୀବନ ଲାଭ କରିବା ଆଶାରେ ନିଜର ସ୍ୱାଧୀନତାକୁ ଜଳାଞ୍ଚଳି ଦେଇ ଯନ୍ତ୍ରଣାଦାୟକ ମୃତ୍ୟୁ ବରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಯ್ಕೊ ಮಾನ್ಸಾನಿ ಮರುನ್ ಗೆಲ್ಲ್ಯಾ ಅದ್ಲ್ಯಾ ಲೊಕಾಕ್ನಿ ಪರ್ತುನ್ ಝಿತ್ತೆ ಹೊತಲ್ಯಾ ವೈನಾ ಪರ್ತುನ್ ಘೆಟ್ಲ್ಯಾನಿ, ಥೊಡ್ಯಾ ಲೊಕಾನಿ ಬರೆ ಪರ್ತುನ್ ಝಿತ್ತೆ ಹೊತಲೆ ಗಾವ್ತಾ ಮನುನ್ ಸುಟ್ಕಾ ನಕ್ಕೊ ಮನುನ್ ಮೊಡ್ವುನ್ ಘೆವ್ನ್ ಮರ್‍ಲ್ಯಾನಿ.