Hebrews 11:37 — Compare Translations
7 translations compared side by side
Odia - 1840
"ସମାନଙ୍କେୁ ପଥର ମାରି ଦିଆ ହେଲା, ଓ କରତ ରେ ଦୁଇଫାଳ କରି ଚିରି ଦିଆ ହେଲା। କେତକଙ୍କେୁ ଖଡ୍ଗଦ୍ବାରା ମାରି ଦିଆ ହେଲା। ସମାନଙ୍କେ ଭିତରୁ କେତେ ଜଣ ମଷେ ଓ ଛଳେିର ଚମଡ଼ା ପିନ୍ଧିଲେ। ସମାନେେ ଗରିବ ଥିଲେ, ନିର୍ୟ୍ଯାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ବାରା ମନ୍ଦ ବ୍ଯବହାର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ଵାରା ଦ୍ଵିଖଣ୍ତିତ, ପୁଣି କେହି ଅବା ଖଡ଼୍ଗ ଦ୍ଵାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ନିଗ୍ରହପ୍ରାପ୍ତ ହୋଇ
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରସ୍ତରାଘାତ ସହିଲେ, କରତରେ ଦ୍ୱିଖଣ୍ଡିତ ହେଲେ ଏବଂ ଖଡ଼୍ଗରେ ନିହତ ହେଲେ। କେହି କେହି କେଷ ଓ ଛାଗ ଚର୍ମ ପିନ୍ଧି ଦରିଦ୍ର, ଉତ୍ପୀଡ଼ିକ୍ତ ସ୍ଥାନ ନ ଥିଲା। ସେମାନେ ଶରଣାର୍ଥୀମାନଙ୍କ ପରି ମରୁଭୂମି ଓ ପର୍ବତରେ ଭ୍ରମଣ କଲେ, ଗୁମ୍ଫା ଓ ଗହ୍ନରମାନଙ୍କରେ ବାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖଡ଼୍ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
Odia IRV 2017 (ଓଡିଆ ବାଇବେଲ)
କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ଼୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೊಡ್ಯಾಕ್ನಿ ಲೊಕಾನಿ ಗುಂಡೆ ಮಾರುನ್ ಜಿವ್ ಕಾಡ್ಲ್ಯಾನಿ, ಥೊಡಾಕ್ನಿ ಕಾಪುನ್ ದೊನ್ ತುಕ್ಡೆ ಕರ್ಲ್ಯಾನಿ, ತೆಂಕಾ ಕೊಯ್ತ್ಯಾನ್ ತೊಡುನ್ ಜಿವ್ ಕಾಡ್ಲ್ಯಾನಿ, ತ್ಯಾತುರ್ ಉಲ್ಲಿ ಲೊಕಾ ಬಕ್ರ್ಯಾಂಚೆ ಅನಿ ಶೆಳಿಯಾಂಚೆ ಚಮ್ಡೆ ನೆಸಿ ಸಾರ್ಕೆ ಹೊಲೆ, ಥೊಡಿ ಲೊಕಾ ಗರಿಬ್ ಹೊಲಿ, ಅನಿ ಥೊಡಿ ಲೊಕಾ, ತರಾಸಾತ್ ಹೊತ್ತಿ, ಅನಿ ಥೊಡೆ ಲೊಕಾಂಚ್ಯಾ ಖಟೊರ್ ಚಲ್ನುಕಿತ್ ಗಾವ್ಲೆ.