Hebrews 11:39 — Compare Translations

7 translations compared side by side

Odia - 1840
"ଏହି ସମସ୍ତ ଲୋକମାନେ ନିଜର ବିଶ୍ବାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କହେି ହେଲ ପରମେଶ୍ବରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ଏହିସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳ ପ୍ରାପ୍ତ ହେଲେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମସ୍ତେ ନିଜ ନିଜର ବିଶ୍ୱାସ ବଳରେ କେତେ କୀର୍ତ୍ତି ରଖି ଯାଇଛନ୍ତି। ତଥାପି ସେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ଲାଭ କରି ନ ଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆನಿ ಸಗ್ಳ್ಯಾನಿ ಅಪ್ಲ್ಯಾ ವಿಶ್ವಾಸಾನುಚ್ ಫಿಡೆ ಯೆಲ್ಲೆ ಹೊತ್ತ್ಯೆ ಖರೆ ದೆವಾಚಿ ಗೊಸ್ಟಿಯಾ ಹೆನಿ ಕೊನ್ಬಿ ಘೆವ್ಕನಾತ್,