Hebrews 11:40 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦବୋ ପାଇଁ ଯୋଜନା କରିଥିଲେ। ପରମେଶ୍ବରଙ୍କ ଯୋଜନା ଥିଲା ଯେ, ସମାନେେ କବଳେ ଆମ୍ଭ ସହିତ ପରିପୂର୍ଣ୍ଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱର ଆମ୍ଭମାନଙ୍କ ପାଇଁ ଏକ ମହତ୍ତର ପରିକଳ୍ପନା କରିଥିଲେ। ସେମାନେ ଆମ୍ଭମାନଙ୍କ ସହିତ ଯେପରି ସିଦ୍ଧ ହେବେ, ଏହା ହିଁ ଈଶ୍ୱରଙ୍କ ଅଭିପ୍ରାୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ಅಮ್ಕಾ ಎಗ್ದಮ್ ಬರೆ ದಿವ್ಚೆ ಮನುನ್ ಚಿಂತಲ್ಲ್ಯಾನ್, ತೆನಿ ಅಮ್ಚ್ಯಾ ವಾಂಗ್ಡಾ ಬರೆ ರ್‍ಹಾವ್ಚೆ ಮನ್ತಲೆ ದೆವಾಚಿ ಯೆವ್ಜನ್ ಹೊಲ್ಲಿ.