Hebrews 11:6 — Compare Translations

7 translations compared side by side

Odia - 1840
"ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ ವಿಶ್ವಾಸ್ ನಸ್ತಾನಾ ದೆವಾಕ್ ಮಾನ್ವುಕ್ ಹೊಯ್ನಾ, ದೆವಾಚ್ಯಾ ಜಗೊಳ್ ಯೆತಲೆ ದೆವ್ ಹಾಯ್ ಅನಿ ಅಪ್ನಾಕ್ ಹುಡಕ್ತಲ್ಯಾಕ್ನಿ ಪ್ರತಿ ಫಳ್ ದಿತಾ ಮನುನ್ ವಿಶ್ವಾಸ್, ಕರುಕ್ ಪಾಜೆ.